Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:17-19

Help us?
Click on verse(s) to share them!
17କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:17-19ଗୀତସଂହିତା 37:17-19