Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:19-22

Help us?
Click on verse(s) to share them!
19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
20ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
21ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
22କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:19-22ଗୀତସଂହିତା 37:19-22