Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:22-24

Help us?
Click on verse(s) to share them!
22କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
23ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:22-24ଗୀତସଂହିତା 37:22-24