Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:24-26

Help us?
Click on verse(s) to share them!
24ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:24-26ଗୀତସଂହିତା 37:24-26