Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:28-31

Help us?
Click on verse(s) to share them!
28କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
29ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
30ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
31ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:28-31ଗୀତସଂହିତା 37:28-31