Text copied!
Bibles in Odia

ଗୀତସଂହିତା 37:32-34 in Odia

Help us?

ଗୀତସଂହିତା 37:32-34 in ଓଡିଆ ବାଇବେଲ

32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
ଗୀତସଂହିତା 37 in ଓଡିଆ ବାଇବେଲ