Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:35-38

Help us?
Click on verse(s) to share them!
35ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
36ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।
37ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
38ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:35-38ଗୀତସଂହିତା 37:35-38