Text copied!
Bibles in Odia

ଗୀତସଂହିତା 37:35-38 in Odia

Help us?

ଗୀତସଂହିତା 37:35-38 in ଓଡିଆ ବାଇବେଲ

35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।
37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।
ଗୀତସଂହିତା 37 in ଓଡିଆ ବାଇବେଲ