Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 37

ଗୀତସଂହିତା 37:8-9

Help us?
Click on verse(s) to share them!
8କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
9କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।

Read ଗୀତସଂହିତା 37ଗୀତସଂହିତା 37
Compare ଗୀତସଂହିତା 37:8-9ଗୀତସଂହିତା 37:8-9