Text copied!
Bibles in Odia

ଗୀତସଂହିତା 38:10-13 in Odia

Help us?

ଗୀତସଂହିତା 38:10-13 in ଓଡିଆ ବାଇବେଲ

10 ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି।
11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12 ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
13 ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
ଗୀତସଂହିତା 38 in ଓଡିଆ ବାଇବେଲ