Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 38

ଗୀତସଂହିତା 38:13-17

Help us?
Click on verse(s) to share them!
13ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
14ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।
15କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି।
17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ।

Read ଗୀତସଂହିତା 38ଗୀତସଂହିତା 38
Compare ଗୀତସଂହିତା 38:13-17ଗୀତସଂହିତା 38:13-17