Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 38

ଗୀତସଂହିତା 38:17-19

Help us?
Click on verse(s) to share them!
17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ।
18ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।

Read ଗୀତସଂହିତା 38ଗୀତସଂହିତା 38
Compare ଗୀତସଂହିତା 38:17-19ଗୀତସଂହିତା 38:17-19