Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 38

ଗୀତସଂହିତା 38:4-8

Help us?
Click on verse(s) to share them!
4କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
5ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
6ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
7କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।

Read ଗୀତସଂହିତା 38ଗୀତସଂହିତା 38
Compare ଗୀତସଂହିତା 38:4-8ଗୀତସଂହିତା 38:4-8