Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 38

ଗୀତସଂହିତା 38:9-10

Help us?
Click on verse(s) to share them!
9ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି।

Read ଗୀତସଂହିତା 38ଗୀତସଂହିତା 38
Compare ଗୀତସଂହିତା 38:9-10ଗୀତସଂହିତା 38:9-10