Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 39

ଗୀତସଂହିତା 39:11-12

Help us?
Click on verse(s) to share them!
11ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। ସେଲା
12ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।

Read ଗୀତସଂହିତା 39ଗୀତସଂହିତା 39
Compare ଗୀତସଂହିତା 39:11-12ଗୀତସଂହିତା 39:11-12