Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 3

ଗୀତସଂହିତା 3:3-6

Help us?
Click on verse(s) to share them!
3ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ।
4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। ସେଲା
5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।

Read ଗୀତସଂହିତା 3ଗୀତସଂହିତା 3
Compare ଗୀତସଂହିତା 3:3-6ଗୀତସଂହିତା 3:3-6