Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 3

ଗୀତସଂହିତା 3:4-7

Help us?
Click on verse(s) to share them!
4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। ସେଲା
5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
7ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।

Read ଗୀତସଂହିତା 3ଗୀତସଂହିତା 3
Compare ଗୀତସଂହିତା 3:4-7ଗୀତସଂହିତା 3:4-7