Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 3

ଗୀତସଂହିତା 3:7-8

Help us?
Click on verse(s) to share them!
7ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
8ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। ସେଲା

Read ଗୀତସଂହିତା 3ଗୀତସଂହିତା 3
Compare ଗୀତସଂହିତା 3:7-8ଗୀତସଂହିତା 3:7-8