Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 40

ଗୀତସଂହିତା 40:11-13

Help us?
Click on verse(s) to share them!
11ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
12କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
13ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।

Read ଗୀତସଂହିତା 40ଗୀତସଂହିତା 40
Compare ଗୀତସଂହିତା 40:11-13ଗୀତସଂହିତା 40:11-13