Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 40

ଗୀତସଂହିତା 40:13-14

Help us?
Click on verse(s) to share them!
13ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
14ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।

Read ଗୀତସଂହିତା 40ଗୀତସଂହିତା 40
Compare ଗୀତସଂହିତା 40:13-14ଗୀତସଂହିତା 40:13-14