Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 40

ଗୀତସଂହିତା 40:14-16

Help us?
Click on verse(s) to share them!
14ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
15ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।

Read ଗୀତସଂହିତା 40ଗୀତସଂହିତା 40
Compare ଗୀତସଂହିତା 40:14-16ଗୀତସଂହିତା 40:14-16