Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 40

ଗୀତସଂହିତା 40:2-4

Help us?
Click on verse(s) to share them!
2ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
3ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
4ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।

Read ଗୀତସଂହିତା 40ଗୀତସଂହିତା 40
Compare ଗୀତସଂହିତା 40:2-4ଗୀତସଂହିତା 40:2-4