Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 40

ଗୀତସଂହିତା 40:7-9

Help us?
Click on verse(s) to share them!
7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
8ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”
9ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।

Read ଗୀତସଂହିତା 40ଗୀତସଂହିତା 40
Compare ଗୀତସଂହିତା 40:7-9ଗୀତସଂହିତା 40:7-9