Text copied!
Bibles in Odia

ଗୀତସଂହିତା 41:1-3 in Odia

Help us?

ଗୀତସଂହିତା 41:1-3 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
ଗୀତସଂହିତା 41 in ଓଡିଆ ବାଇବେଲ