Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 41

ଗୀତସଂହିତା 41:3-5

Help us?
Click on verse(s) to share them!
3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
4ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର; ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
5ମୋହର ଶତ୍ରୁଗଣ ମୋ’ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ ?

Read ଗୀତସଂହିତା 41ଗୀତସଂହିତା 41
Compare ଗୀତସଂହିତା 41:3-5ଗୀତସଂହିତା 41:3-5