Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 41

ଗୀତସଂହିତା 41:7-8

Help us?
Click on verse(s) to share them!
7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍‍ଫୁସ୍‍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”

Read ଗୀତସଂହିତା 41ଗୀତସଂହିତା 41
Compare ଗୀତସଂହିତା 41:7-8ଗୀତସଂହିତା 41:7-8