Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 42

ଗୀତସଂହିତା 42:10-11

Help us?
Click on verse(s) to share them!
10ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
11ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

Read ଗୀତସଂହିତା 42ଗୀତସଂହିତା 42
Compare ଗୀତସଂହିତା 42:10-11ଗୀତସଂହିତା 42:10-11