Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 42

ଗୀତସଂହିତା 42:2-4

Help us?
Click on verse(s) to share them!
2ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?
3ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

Read ଗୀତସଂହିତା 42ଗୀତସଂହିତା 42
Compare ଗୀତସଂହିତା 42:2-4ଗୀତସଂହିତା 42:2-4