Text copied!
Bibles in Odia

ଗୀତସଂହିତା 42:3-5 in Odia

Help us?

ଗୀତସଂହିତା 42:3-5 in ଓଡିଆ ବାଇବେଲ

3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
ଗୀତସଂହିତା 42 in ଓଡିଆ ବାଇବେଲ