Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 42

ଗୀତସଂହିତା 42:6-8

Help us?
Click on verse(s) to share them!
6ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
7ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି।
8ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।

Read ଗୀତସଂହିତା 42ଗୀତସଂହିତା 42
Compare ଗୀତସଂହିତା 42:6-8ଗୀତସଂହିତା 42:6-8