Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 42

ଗୀତସଂହିତା 42:8-9

Help us?
Click on verse(s) to share them!
8ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
9ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?”

Read ଗୀତସଂହିତା 42ଗୀତସଂହିତା 42
Compare ଗୀତସଂହିତା 42:8-9ଗୀତସଂହିତା 42:8-9