Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:13-15

Help us?
Click on verse(s) to share them!
13ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
14ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
15ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:13-15ଗୀତସଂହିତା 44:13-15