Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:14-16

Help us?
Click on verse(s) to share them!
14ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
15ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
16ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:14-16ଗୀତସଂହିତା 44:14-16