Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:19-24

Help us?
Click on verse(s) to share them!
19ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।
20ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
21ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
22ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।
23ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
24ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ ?

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:19-24ଗୀତସଂହିତା 44:19-24