Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:20-22

Help us?
Click on verse(s) to share them!
20ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
21ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
22ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:20-22ଗୀତସଂହିତା 44:20-22