Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:21-23

Help us?
Click on verse(s) to share them!
21ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
22ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।
23ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:21-23ଗୀତସଂହିତା 44:21-23