Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 45

ଗୀତସଂହିତା 45:10-12

Help us?
Click on verse(s) to share them!
10ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
12ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।

Read ଗୀତସଂହିତା 45ଗୀତସଂହିତା 45
Compare ଗୀତସଂହିତା 45:10-12ଗୀତସଂହିତା 45:10-12