Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 45

ଗୀତସଂହିତା 45:3-4

Help us?
Click on verse(s) to share them!
3ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।
4ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।

Read ଗୀତସଂହିତା 45ଗୀତସଂହିତା 45
Compare ଗୀତସଂହିତା 45:3-4ଗୀତସଂହିତା 45:3-4