Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 45

ଗୀତସଂହିତା 45:7-8

Help us?
Click on verse(s) to share them!
7ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
8ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।

Read ଗୀତସଂହିତା 45ଗୀତସଂହିତା 45
Compare ଗୀତସଂହିତା 45:7-8ଗୀତସଂହିତା 45:7-8