Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 46

ଗୀତସଂହିତା 46:1-5

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। ସେଲା
4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।
5ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।

Read ଗୀତସଂହିତା 46ଗୀତସଂହିତା 46
Compare ଗୀତସଂହିତା 46:1-5ଗୀତସଂହିତା 46:1-5