Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 46

ଗୀତସଂହିତା 46:3-6

Help us?
Click on verse(s) to share them!
3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। ସେଲା
4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।
5ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
6ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।

Read ଗୀତସଂହିତା 46ଗୀତସଂହିତା 46
Compare ଗୀତସଂହିତା 46:3-6ଗୀତସଂହିତା 46:3-6