Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 46

ଗୀତସଂହିତା 46:9-11

Help us?
Click on verse(s) to share them!
9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
10କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
11ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା

Read ଗୀତସଂହିତା 46ଗୀତସଂହିତା 46
Compare ଗୀତସଂହିତା 46:9-11ଗୀତସଂହିତା 46:9-11