Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 47

ଗୀତସଂହିତା 47:4-8

Help us?
Click on verse(s) to share them!
4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। ସେଲା
5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର।
7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।
8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।

Read ଗୀତସଂହିତା 47ଗୀତସଂହିତା 47
Compare ଗୀତସଂହିତା 47:4-8ଗୀତସଂହିତା 47:4-8