Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:11-13

Help us?
Click on verse(s) to share them!
11ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
12ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
13ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:11-13ଗୀତସଂହିତା 48:11-13