Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:12-14

Help us?
Click on verse(s) to share them!
12ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
13ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
14କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:12-14ଗୀତସଂହିତା 48:12-14