Text copied!
Bibles in Odia

ଗୀତସଂହିତା 48:12-14 in Odia

Help us?

ଗୀତସଂହିତା 48:12-14 in ଓଡିଆ ବାଇବେଲ

12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
14 କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।
ଗୀତସଂହିତା 48 in ଓଡିଆ ବାଇବେଲ