Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:13-14

Help us?
Click on verse(s) to share them!
13ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
14କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:13-14ଗୀତସଂହିତା 48:13-14