Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:2-4

Help us?
Click on verse(s) to share them!
2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:2-4ଗୀତସଂହିତା 48:2-4