Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:4-7

Help us?
Click on verse(s) to share them!
4କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
5ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
7ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:4-7ଗୀତସଂହିତା 48:4-7