Text copied!
Bibles in Odia

ଗୀତସଂହିତା 48:4-7 in Odia

Help us?

ଗୀତସଂହିତା 48:4-7 in ଓଡିଆ ବାଇବେଲ

4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
ଗୀତସଂହିତା 48 in ଓଡିଆ ବାଇବେଲ